fbpx

କରୋନା ଟିକାକୁ ଅନୁମତି ପରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ, ୩ା୧: କରୋନା ଟିକାର ଜରୁରୀକାଳୀନ ବ୍ୟବହାରକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ ଜରିଆରେ ଅଭିନନ୍ଦନ ଜଣାଇଛନ୍ତି । ମୋଦି କହିଛନ୍ତି ଯେ, ଭାରତର ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଟିକା କୋଭିସିଲ୍ଡ ଓ କୋଭାକ୍ସିନକୁ ଅନୁମତି ମିଳିବା ଗର୍ବର ବିଷୟ ।

କୋଭିସିଲ୍ଡ ଓ କୋଭାକ୍ସିନକୁ ଭାରତରେ ଜରୁରୀକାଳୀନ ବ୍ୟବହାର ପାଇଁ ଡିସିଜିଆଇ ଅନୁମତି ପ୍ରଦାନ କରିଛି । ଭାରତବାସୀଙ୍କ ପାଇଁ ଏହା ଗର୍ବର ବିଷୟ । ଏହି ଅବସରରେ ମୋଦି ସେରମ ଓ ଭାରତ ବାୟୋଟେକକୁ ପ୍ରଶଂସା କରିବା ସହ ବୈଜ୍ଞାନିକମାନଙ୍କୁ ଧନ୍ୟବାଦ ଦେଇଥିଲେ ।

Get real time updates directly on you device, subscribe now.