fbpx

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୨୨ା୫(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ନରେନ୍ଦ୍ର ମୋଦି । ତାଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୋଦି । ପରିଦର୍ଶନ ପରେ ବାତ୍ୟା ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ।
ଉଲ୍ଲେଖଯୋଗ୍ୟ ଯେ ଗତ ୨୦ରେ ପ୍ରଳୟଙ୍କରୀ ବାତ୍ୟା ଅମ୍ଫନ ପାଇଁ ରାଜ୍ୟରେ କ୍ଷୟକ୍ଷତି ହୋଇଛି । ବାତ୍ୟା ପାଇଁ ଓଡ଼ିଶାର ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ବେଶି ପ୍ରଭାବିତ ହୋଇଥିବା ସୂଚନା ରହିଛି ।

Get real time updates directly on you device, subscribe now.