ଇନଷ୍ଟାରେ ତୃତୀୟ ଭିଡ଼ିଓ ପୋଷ୍ଟ କଲେ PM ମୋଦୀ, କହିଲେ- ‘ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ…’
ପୁଣି ଭିଡ଼ିଓ କରି ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ରଖିଥିବା ଦେଖାଯାଉଛି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ କରିବା ସହିତ ପୂର୍ବତନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ମଧ୍ୟ ଗ୍ରହଣ କରାଯାଇଛି।
Uttarakhand Govt.

