fbpx
BSKY SKY
BSKY SKY

ଚଣ୍ଡିଖୋଲରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ: ୨୦ ହଜାର କୋଟି ପ୍ରକଳ୍ପ ଭେଟି

BSKY

ଚଣ୍ଡିଖୋଲ: ଯାଜପୁର ଚଣ୍ଡିଖୋଲ ସଭାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଚଣ୍ଡିଖୋଲ ସଭାରେ ପହଞ୍ଚି ସ୍ଥାନୀୟ ଅଞ୍ଚଳରେ ପ୍ରାୟ ୨୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଏହି ସଭାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମେତ ରାଜ୍ୟପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିଛନ୍ତି । ଏହାବ୍ୟତୀତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଶ୍ୱେଶ୍ୱର ଟୁଡୁ ମଧ୍ୟ କ୍ରାର୍ଯ୍ୟକ୍ରମରେ ଉପସ୍ଥିତ ରହିଛନ୍ତି ।

Get real time updates directly on you device, subscribe now.