fbpx

ହାଇକୋର୍ଟ ଗଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର, ୧୧ା୧୨ (ଓଡିଶା ଭାସ୍କର): ଜାମିନ ପାଇଁ ହାଇକୋର୍ଟ ଗଲେ ପ୍ରଦୀପ ପାଣିଗ୍ରାହୀ । କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇଥିଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ । ପୂର୍ବରୁ ଏଡିଜେ କୋର୍ଟରେ ତାଙ୍କ ଜାମିନ ଆବେଦନ ଖାରଜ ହୋଇଥିଲା ।

Get real time updates directly on you device, subscribe now.