fbpx

ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହେଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,29/11(ଓଡିଶା ଭାସ୍କର): ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ । ଲୋକ ବିରୋଧୀ କାର୍ଯ୍ୟ ପାଇଁ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ନିଆଗଲା କାର୍ଯ୍ୟାନୁଷ୍ଠାନ । ପାଠକ ବାପ-ପୁଅଙ୍କ ସହ ସଂପର୍କକୁ ନେଇ ବିବାଦୀୟ ହୋଇଥିଲେ ପ୍ରଦୀପ।ପ୍ରଦୀପଙ୍କୁ ଦଳରୁ ବହିଷ୍କୃତ କଲେ BJD ସୁପ୍ରିମୋ ନବୀନ ପଟ୍ଟନାୟକ ।

Get real time updates directly on you device, subscribe now.