ଭଦ୍ରକ: ଭଦ୍ରକରେ ବିଜେଡିକୁ ଶକ୍ତ ଧକ୍କା । ଦଳ ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ ।
ବରିଷ୍ଠ ନେତା ପ୍ରଫୁଲଙ୍କ ପୁଅ ପ୍ରୟାସକାନ୍ତି ସାମଲ ବିଜେଡି ଛାଡ଼ିଲେ । ବିଜଡେିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା କହିଲେ ।
୨୦୦୩ ଭଦ୍ରକ ପୌରପାଳିକା ଅଧ୍ୟକ୍ଷ ପଦରେ ଥିଲେ ପ୍ରୟାସକାନ୍ତି । ପୂର୍ବରୁବିଜେଡିର ରାଜ୍ୟ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଇଥିଲେ ।