ପ୍ରହ୍ଲାଦ ଯୋଶୀ ହେଲେ ନୂଆ କେନ୍ଦ୍ର ଶିକ୍ଷାମନ୍ତ୍ରୀ, ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ମିଳିଲା ବଡ଼ ଦାୟିତ୍ୱ
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଗ୍ରହଣ କଲେ ରାଷ୍ଟ୍ରପତି।
ଓଡିଶାଭାସ୍କର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ମଞ୍ଜୁର କରିଛନ୍ତି। କେନ୍ଦ୍ରୀୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।
Uttarakhand Govt.

