fbpx

ବାଚସ୍ପତି ପଦ ଲାଗି ନାମାଙ୍କନ ଭରିଲେ ପ୍ରମିଳା ମଲ୍ଲିକ, ସୁଦାମ ମାର୍ଣ୍ଡିଙ୍କୁ ମିଳିଲା ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ

Advertisement

ଭୁବନେଶ୍ୱର: ବାଚସ୍ପତି ପଦ ଲାଗି ନାମାଙ୍କନ ଭରିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ବିଜେଡି ପ୍ରାର୍ଥୀ ଭାବରେ ସେ ନାମାଙ୍କନ ଭରିଛନ୍ତି । ବିଧାନସଭା ସଚିବଙ୍କ ନିକଟରେ ସେ ନାମାଙ୍କନ ଦାଖଲ କରିଛନ୍ତି ।

ରାଜସ୍ୱ ମନ୍ତ୍ରୀ ପଦରୁ ଇସ୍ତଫା ଦେଇ ପ୍ରମିଳା ମଲ୍ଲିକ ବାଚସ୍ପତି ପଦ ଲାଗି ନାମାଙ୍କନ ଭରିବା ପରେ ରାଜସ୍ୱ ବିଭାଗ ଦାୟିତ୍ୱ ଏବେ ସୁଦାମ ମାର୍ଣ୍ଡିଙ୍କ ହାତରେ ଅର୍ପଣ କରାଯାଇଛି । ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

Get real time updates directly on you device, subscribe now.