fbpx

ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ

ନୂଆଦିଲ୍ଲୀ,୧୩/୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି । ଏବେ ବି ଭେଣ୍ଟିଲେଟରରେ ଅଛନ୍ତି ପ୍ରଣବ ମୁଖାର୍ଜୀ ।
୧୦ ତାରିଖରେ ମସ୍ତିଷ୍କରେ ଅସ୍ତ୍ରୋପଚାର ପରେ ବି ସୁଧୁରିନି ତାଙ୍କର ଅବସ୍ଥା । ଏବେ ଦିଲ୍ଲୀ କ୍ୟାଣ୍ଟନମେଣ୍ଟର ଆର୍ମି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି ପ୍ରଣବ ।

Get real time updates directly on you device, subscribe now.