fbpx

ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନତି

ନୂଆଦିଲ୍ଲୀ, ୧୯ା୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ମେଡ଼ିକାଲ ପକ୍ଷରୁ ସୂଚନା ଦିଆଯାଇଛି । ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନତି ଘଟିଛି । ପ୍ରଣବଙ୍କ ଫୁସଫୁସରେ ସଂକ୍ରମଣ ହୋଇଥିବା ସୂଚନା ମିଳିଛି । ଏବେ ବି ଭେଣ୍ଟିଲେଟରରେ ସେ ରହିଛନ୍ତି । ସକାଳେ ପ୍ରଣବଙ୍କ ପୁଅ ଅଭିଜିତ ମୁଖାର୍ଜୀ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ନେଇ ଟ୍ୱିଟ କରିଥିଲେ ।

Get real time updates directly on you device, subscribe now.