fbpx

ପ୍ରଶାନ୍ତ ଜଗଦ୍ଦେବ ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ବରିଷ୍ଠ ବିଜେଡି ନେତା ତଥା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିଲମ୍ବନ କରିଛି ବିଜେଡି । ବିଶୃଙ୍ଖଳିତ ଆଚରଣ ପାଇଁ ପ୍ରଶାନ୍ତଙ୍କୁ ନିଲମ୍ବନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବୁଧବାର ସନ୍ଧ୍ୟାରେ ଚିଲିକା ବିଧାୟକ ଜଗଦ୍ଦେବଙ୍କ ବିରୋଧରେ ମାଡପିଟର ଅଭିଯୋଗ ଆସିଥିଲା ।

Get real time updates directly on you device, subscribe now.