ନୂଆଦିଲ୍ଲୀ: (ଓଡ଼ିଶା ଭାସ୍କର) ରାମ ନବମୀର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ‘ରାମ ନବମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ’ । ‘ଏହି ପବିତ୍ରପର୍ବ ସତ୍ୟ ଓ ଧର୍ମ ମାର୍ଗରେ ଚାଲିବାର ବାର୍ତ୍ତା ଦେଇଥାଏ’ ।
‘ପ୍ରଭୁ ଶ୍ରୀରାମଙ୍କ ସମ୍ପୂର୍ଣ୍ଣ ଜୀବନ ମାନବ ଜାତି ପାଇଁ ପ୍ରେରଣାର ସ୍ରୋତ’ । ଆଜିର ଦିନରେ ରାଷ୍ଟ୍ରନିର୍ମାଣର ସଂକଳ୍ପ ନେବାକୁ କହିଲେ ରାଷ୍ଟ୍ରପତି । ‘ସମସ୍ତଙ୍କ ଜୀବନ ଗାରିମାପୂର୍ଣ୍ଣ ସହ ସର୍ବତ୍ର ସମୃଦ୍ଧିର ସଂକଳ୍ପ ନେବା ଉଚିତ’ ।
रामनवमी के शुभ अवसर पर सभी देशवासियों को हार्दिक बधाई और शुभकामनाएं। यह पावन पर्व हमें सत्य और धर्म के मार्ग पर चलने का संदेश देता है। निस्वार्थ प्रेम, पराक्रम और उदारता के उच्चतम आदर्श स्थापित करने वाले मर्यादा पुरुषोत्तम प्रभु श्री राम का संपूर्ण जीवन मानव जाति के लिए…
— President of India (@rashtrapatibhvn) April 17, 2024