fbpx

ରାମ ନବମୀର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: (ଓଡ଼ିଶା ଭାସ୍କର) ରାମ ନବମୀର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ‘ରାମ ନବମୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ’ । ‘ଏହି ପବିତ୍ରପର୍ବ ସତ୍ୟ ଓ ଧର୍ମ ମାର୍ଗରେ ଚାଲିବାର ବାର୍ତ୍ତା ଦେଇଥାଏ’ ।

‘ପ୍ରଭୁ ଶ୍ରୀରାମଙ୍କ ସମ୍ପୂର୍ଣ୍ଣ ଜୀବନ ମାନବ ଜାତି ପାଇଁ ପ୍ରେରଣାର ସ୍ରୋତ’ । ଆଜିର ଦିନରେ ରାଷ୍ଟ୍ରନିର୍ମାଣର ସଂକଳ୍ପ ନେବାକୁ କହିଲେ ରାଷ୍ଟ୍ରପତି । ‘ସମସ୍ତଙ୍କ ଜୀବନ ଗାରିମାପୂର୍ଣ୍ଣ ସହ ସର୍ବତ୍ର ସମୃଦ୍ଧିର ସଂକଳ୍ପ ନେବା ଉଚିତ’ ।

Get real time updates directly on you device, subscribe now.