ଓଡ଼ିଶା ଆସିବେନି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ସୂଚନା ଦେଲା ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ । ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବା କାର୍ଯ୍ୟକ୍ରମ ପାଇଁ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ରଖାଯାଇଛି । ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମ ଥିଲା । ସମସ୍ତ କାର୍ଯକ୍ରମକୁ ପୋଷ୍ଟପନ କରାଯାଇଛି । ଅନିବାର୍ଯ୍ୟ କାରଣ ପାଇଁ ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ । ଗସ୍ତ ସ୍ଥଗିତ ନେଇ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ସୂଚନା ।

Get real time updates directly on you device, subscribe now.