fbpx

୪ଦିନିଆ ହରିୟାଣା ଗସ୍ତରେ ଓଡ଼ିଶା ରାଜ୍ୟପାଳ

ଭୁବନେଶ୍ୱର, ୧୮ା୧(ଓଡ଼ିଶା ଭାସ୍କର): ୪ଦିନିଆ ହରିୟାଣା ଗସ୍ତରେ ଯାଇଛନ୍ତି ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ସିରସା ଜିଲ୍ଲାରେ ବିଭିନ୍ନ ଘରୋଇ ଓ ଧାର୍ମିକ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ମିଳିଛି । ନିଜର କିଛି ପୁରୁଣା ବନ୍ଧୁଙ୍କୁ ମଧ୍ୟ ଭେଟିପାରନ୍ତି ପ୍ରଫେସର ଗଣେଶୀ ଲାଲ ବୋଲି ଜଣାପଡ଼ିଛି ।

Get real time updates directly on you device, subscribe now.