fbpx

ମାର୍ଚ୍ଚ ୨୧ରେ ରାଉରକେଲା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୩ ।୩(ଓଡିଶା ଭାସ୍କର): ମାର୍ଚ୍ଚ ୨୧ରେ ରାଉରକେଲା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ନିଟର ସମାବର୍ତ୍ତନ ସମାରୋହରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ରହିବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଓ ମାନବ ସମ୍ବଳ ବିକାଶ ମନ୍ତ୍ରୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେବେ । ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ ଓ ରାଜ୍ୟର ୩ ମନ୍ତ୍ରୀ ବି ଏହି କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ମିଳିଛି ।

Get real time updates directly on you device, subscribe now.