fbpx

ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି!

Advertisement

ଭୁବନେଶ୍ୱର; ଓଡିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ନଭେମ୍ବର ୨୦ ତାରିଖରେ ସେ ଦୁଇ ଦିନିଆ ଗସ୍ତରେ ଆସୁଥିବା ସୂଚନା ମିଳିଛି । କିନ୍ତୁ ଏନେଇ ରାଷ୍ଟ୍ରପତି ଭବନରୁ କୌଣସି ସୂଚନା ଦିଆଯାଇନାହିଁ । ମାତ୍ର ମହାମହିମ ରାଷ୍ଟ୍ରପତି ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଥିବା କହିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ । ତେବେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କ ଏହି ମନ୍ତବ୍ୟରୁ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ଥିବା ନେଇ ସଂକେତ ମିଳିଛି ।

Get real time updates directly on you device, subscribe now.