fbpx
BSKY SKY
BSKY SKY

Big Breaking; ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ: ସ୍ୱତନ୍ତ୍ର ବିମାନରେ ଓଡ଼ିଶା ଆସିଲେ ମୋଦୀ

BSKY

ଭୁବନେଶ୍ୱର: ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରର ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ଆଜି ରାଜଭବନରେ ରାତ୍ରୀ ଯାପନ କରିବା ପରେ ଆସନ୍ତାକାଲି ମୋଦୀ ବ୍ରହ୍ମପୁର ଏବଂ ନବରଙ୍ଗପୁର ଗସ୍ତ କରିବେ । ଆସନ୍ତାକାଲି ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ନିର୍ବାଚନୀ ସଭାରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ।

Get real time updates directly on you device, subscribe now.