fbpx

ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬ ।୧: ଆଜି ଦେଶ ପାଳୁଛି ୭୨ ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀ ରାଜପଥରେ ବାହାରିବ ଐତିହାସିକ ପରେଡ । ରାଜପଥରେ ନିଜର ଦମ୍ ଦେଖାଇବ ରାଫେଲ । କୋଭିଡକୁ ଦୃଷ୍ଟିରେ ରଖି ଦିଲ୍ଲୀ ସମେତ ସାରା ଦେଶରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଏହି ଅବସରରେ ଟ୍ୱିଟ୍ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶବାସୀଙ୍କୁ ଗଣତନ୍ତ୍ର ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ମୋଦୀ ।

Get real time updates directly on you device, subscribe now.