fbpx
BJD SKY
BJD SKY

ଔପଚାରିକ ଭାବେ UPI ଆରମ୍ଭ କରିଥିବାରୁ ଫ୍ରାନ୍ସକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

BJD

ପ୍ୟାରିସ୍‌ରେ ଇଫେଲ ଟାୱାରରେ ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ (ୟୁପିଆଇ)କୁ ଔପଚାରିକ ଭାବେ ଆରମ୍ଭ କରାଯିବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫ୍ରାନ୍ସକୁ ଶୁଭେଚ୍ଛା ଜଣାଇଛନ୍ତି ।

 

ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ଏବଂ ସମ୍ପର୍କ ମଜଭୁତ କରିବାରେ ଏହା ଏକ ଚମତ୍କାର ଉଦାହରଣ ବୋଲି ସେ କହିଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି: ‘ଏହା ଦେଖି ବେଶ୍ ଭଲ ଲାଗିଲା-ୟୁପିଆକୁ ବିଶ୍ୱସ୍ତରୀୟ କରିବା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଏହା ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ଏବଂ ସମ୍ପର୍କ ମଜଭୁତ କରିବାରେ ଏହା ଏକ ଚମତ୍କାର ଉଦାହରଣ ।’

Get real time updates directly on you device, subscribe now.