ଆସିଲା ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟସୂଚୀ, ଏହି ଦିନ ଆସିବେ
ଏହି ଦିନ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ନେଇ ବଡ଼ ଖବର। ସାମ୍ନାକୁ ଆସିଲା ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟସୂଚୀ। ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସିବେ ନରେନ୍ଦ୍ର ମୋଦୀ।
୨୦ ତାରିଖ ଅପରାହ୍ଣ ୩ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ବିମାନ ବନ୍ଦରରୁ ୩ଟା ୪୫ ମିନିଟରେ ରୋଡ ସୋ କରିବେ ପିଏମ ମୋଦୀ।