fbpx

ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ ନେଇ ମୋଦିଙ୍କ ଟ୍ୱିଟ୍

ନୂଆଦିଲ୍ଲୀ, ୨୦ା୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧିଙ୍କ ଜନ୍ମ ବାର୍ଷିକୀ । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଟ୍ୱିଟ କରିଛନ୍ତି । ସେ ଟ୍ୱିଟ କରି ଜନ୍ମ ବାର୍ଷିକୀ ନେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରାଜୀବ ଗାନ୍ଧିଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

Get real time updates directly on you device, subscribe now.