fbpx

ବାଂଲାଦେଶ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ, ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି

ଭୁବନେଶ୍ୱର: ବାଂଲାଦେଶ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା । ଏଥିପାଇଁ ସମସ୍ତ ଜିଲ୍ଲାପାଳ ଏବଂ ଏସପିଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହ ତହସିଲ, ବ୍ଲକ୍‌, ଥାନା ସ୍ତରରେ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷକରି ଭୁବନେଶ୍ୱରୀ, କେନ୍ଦ୍ରାପଡ଼ା ଓ ପୁରୀରେ ଚିହ୍ନଟ କରିବାକୁ କୁହାଯାଇଛି । ୨୦୨୧ ସୁଦ୍ଧା ରାଜ୍ୟରେ ୩୭୪୦ ବାଂଲାଦେଶୀ ବସବାସ କରୁଛନ୍ତି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ।

Get real time updates directly on you device, subscribe now.