fbpx

ସମ୍ପତ୍ତି ତାଲିକା ଦେବା ବାଧ୍ୟତାମୂଳକ

ଭୁବନେଶ୍ୱର,୨୮ ।୧୨(ଓଡିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଏଣିକି ନିର୍ବାଚିତ ଳୋକ ପ୍ରତିନିଧି ଓ ସରକାରୀ କର୍ମଚାରୀ ସମ୍ପତ୍ତି ତାଲିକା ଦେବେ । ଉଭୟ ବର୍ଗଙ୍କ ପାଇଁ ବାର୍ଷିକ ସମ୍ପତ୍ତି ତାଲିକା ବାଧ୍ୟତାମୂଳକ । ସରପଞ୍ଚଙ୍କ ଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ, ସମସ୍ତେ ସମ୍ପତ୍ତି ତାଲିକା ଦେବାକୁ ବାଧ୍ୟ । ସମ୍ପତ୍ତି ତାଲିକା ଲୋକେ ଦେଖିବାକୁ ପବ୍ଲିକ ଡୋମେନରେ ରଖାଯିବ ।

Get real time updates directly on you device, subscribe now.