fbpx

ପୁଞ୍ଜିଲାଲଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ୍

ଭୁବନେଶ୍ୱର,୨୨ ।୧(ଓଡିଶା ଭାସ୍କର): ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଅନ୍ତରୀଣ ଜାମିନ ଦେଲେ ହାଇକୋର୍ଟ । ମା’ଙ୍କ ସୁଦ୍ଧିକ୍ରିୟା ପାଇଁ ହାଇକୋର୍ଟ ସର୍ତ୍ତମୂଳକ ଅନ୍ତରୀଣ ଜାମିନ ଦେଇଛନ୍ତି କୋର୍ଟ । ୨୪ରୁ ୨୮ ଯାଏଁ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ । ପୁଞ୍ଜିଲାଲଙ୍କୁ କଡା ନଜରରେ ରଖିବାକୁ ପୋଲିସଙ୍କୁ ନିଯୁକ୍ତି ଦିଆଯାଇଛି ।

Get real time updates directly on you device, subscribe now.