fbpx

ପୁରୀ ଜିଲ୍ଲାପାଳଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍

ପୁରୀ: ହ୍ୟାକ୍ ହେଲା ପୁରୀ ଜିଲ୍ଲାପାଳଙ୍କ ଆକାଉଣ୍ଟ । ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହୋଇଛି ।

ଚାଇନାର ଏକ ସଂସ୍ଥା ହ୍ୟାକ୍ କରିଥିବା ନେଇ ସୂଚନା ମିଳିଛି । ତେବେ ତଦନ୍ତ ପାଇଁ ଆଇଟି ସେଲକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।

Get real time updates directly on you device, subscribe now.