fbpx

ଆସନ୍ତାକାଲି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ , 3/4 : ଆସନ୍ତାକାଲିଠୁ ପ୍ରତି ରବିବାର ଭକ୍ତଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ପ୍ରତି ରବିବାର ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ । ମନ୍ଦିରକୁ ସାନିଟାଇଜେସନ କରିବା ପାଇଁ ରବିବାର ଦିନ ଦର୍ଶନ ବନ୍ଦ ରହିବ ।

Get real time updates directly on you device, subscribe now.