fbpx

ଧାମି ହେବେ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

Advertisement

ନୂଆଦିଲ୍ଲୀ: ପୁଷ୍କର ସିଂ ଧାମି ହେବେ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ । ତୀରଥ ସିଂ ରାୱତଙ୍କ ପରେ ତାଙ୍କ ସ୍ଥାନ ନେବେ ପୁଷ୍କର ସିଂ ଧାମି । ଉତ୍ତରାଖଣ୍ଡର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହେବେ ୪୫ ବର୍ଷିୟ ଧାମି । ଗତକାଲି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ତୀରଥ ସିଂ ରାୱତ୍ ।

Get real time updates directly on you device, subscribe now.