fbpx

ସାରା ଓଡ଼ିଶାରେ ଯାଞ୍ଚ ହେବ ଛତୁଆର ମାନ; ଗୃହରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ବାଚସ୍ପତି

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଛତୁଆ ମାନକୁ ନେଇ ଗୃହରେ ଏକାଧିକ ବିଧାୟକଙ୍କ ଉଦ୍‌ବେଗ ପ୍ରକାଶ । ଗୃହରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ବାଚସ୍ପତି ସୁରମା ପାଢ଼ୀ । ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ବାଚସ୍ପତି ।

ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ନିର୍ଦ୍ଦେଶ ଦେଲେ । ୫ବର୍ଷ ଭିତରେ କେଉଁ ଏଜେନ୍ସି ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି ମାଗିଲେ ବିବରଣୀ । ସବୁ ଏଜେନ୍ସି ସହ ଛତୁଆର ମାନ ଯାଞ୍ଚ କରି ରିପୋର୍ଟ ଦିଆଯିବା ନେଇ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । ସାରା ଓଡ଼ିଶାରେ ଛତୁଆର ମାନ ଯାଞ୍ଚ ହେବ ।

Get real time updates directly on you device, subscribe now.