fbpx

ବିପ୍ଳବୀ କବି ରବି ସିଂଙ୍କ ପରଲୋକ

କଟକ, ୨ା୨(ଓଡ଼ିଶା ଭାସ୍କର): ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି । ଦୀର୍ଘଦିନ ଧରି ସେ ଅସୁସ୍ଥ ରହିଥିଲେ । ଆଜି କଟକ ସ୍ଥିତ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ହୋଇଥିଲା । ତାଙ୍କୁ ୧୯୬୧ରେ ସାହିତ୍ୟ ଏକାଡ଼େମୀ ପୁରସ୍କାର ମିଳିଥିଲା । ସେହିପରି ୨୦୧୭ରେ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ସେ ସମ୍ମାନିତ ହୋଇଥିଲେ । ସେ ଚରମ ପତ୍ର, ପାଦଟୀକା, ଅପ୍ରୀତିକର କବିତା ପୁସ୍ତକର ସ୍ରଷ୍ଟା ।

Get real time updates directly on you device, subscribe now.