ମାଡ଼ି ଆସୁଛି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଲଘୁଚାପ ପ୍ରଭାବରେ ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା।

ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ ।

ଆସନ୍ତା କାଲି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି ।

ଆଜି ଟ୍ୱିନ୍ ସିଟିରେ ଆଜି ପାଗ କୋହଲା ରହିଛି ।