fbpx

ଦୁଇ ଦିନ ପ୍ରବଳ ବର୍ଷିବ!

ଭୁବନେଶ୍ୱର, ୨୫ା୨(ଓଡ଼ିଶା ଭାସ୍କର): ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଏହିପରି ବର୍ଷା ଆହୁରି ଦୁଇଦିନ ଲାଗି ରହିବା ନେଇ ସୂଚନା ରହିଛି । ଏହି ଦୁଇଦିନ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଜିଲ୍ଲା ଗୁଡ଼ିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼ । ବର୍ଷା ହେବା ସହ ୩୦ରୁ ୪୦କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି । ଏହାସହ ଆସନ୍ତାକାଲିଠାରୁ ୨୯ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୂଡ଼ି ଆଶଙ୍କା ନେଇ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.