fbpx

ଟ୍ୱିନ୍ ସିଟିରେ ଅପରାହ୍ଣ ୧୨ଟା ୩୦ଟା ଯାଏଁ ବର୍ଷିବ

ଭୁବନେଶ୍ୱର,୧୫ ।୧୦(ଓଡିଶା ଭାସ୍କର): କଟକ ଓ ଭୁବନେଶ୍ୱରରେ ଅପରାହ୍ନ ସାଢେ ୧୨ ଯାଏଁ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜି ଅପରାହ୍ଣ ୧୨ଟା ୩୦ଟା ଯାଏ ଟ୍ୱିନ ସିଟିରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି ।

ଘଣ୍ଟାକୁ ୨ରୁ ୩ ସେ.ମି. ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ଯୋଗୁ ରାସ୍ତାଘାଟ ଭଲ ଦିଶିବନି, ଟ୍ରାଫିକ ଜାମ୍ ହେବାର ସମ୍ଭାବନା ରହିଛି । ତେଣୁ ଲୋକମାନଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି ।

Get real time updates directly on you device, subscribe now.