fbpx
BSKY
BJD MC SKY
BJD MS SKY

Big Breaking: ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ ବର୍ଷା

ଭୁବନେଶ୍ୱର: କଟକ, ଭୁବନେଶ୍ୱରରେ ମେଘୁଆ ପାଗ ସହ ଝିପିଝିପି ବର୍ଷା ଦେଖାଦେଇଛି । କାଳବୈଶାଖୀ ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କଟକ, କନ୍ଧମାଳ ଓ ଢେଙ୍କାନାଳକୁ ଆଲର୍ଟ ଜାରି କରାଯାଇଛି । ଆଗାମୀ ୩ଘଣ୍ଟା ପାଇଁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Get real time updates directly on you device, subscribe now.