fbpx

୧୭ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଭାସ୍କର) ଆଜି ୧୭ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

୨୭ ତାରିଖ (ରବିବାର) ସକାଳ ଠାରୁ ୨୮ ତାରିଖ( ସୋମବାର) ସକାଳ ମଧ୍ୟରେ ମଧ୍ୟରେ ବାଲେଶ୍ୱର , ଭଦ୍ରକ , ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡା , ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

 

Get real time updates directly on you device, subscribe now.