fbpx

ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ

ଭୁବନେଶ୍ୱର,୭ ।୯(ଓଡିଶା ଭାସ୍କର): ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କର ଆଜି ପରଲୋକ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ ୮୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି । ନରେନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ ନରେନ୍ଦ୍ର ସ୍ୱାଇଁ ଜଣେ କର୍ତ୍ତବ୍ୟନିଷ୍ଠ ଓ ଭଲ ସଂଗଠକ ଥିଲେ ।

Get real time updates directly on you device, subscribe now.