fbpx

ବାଜିଲା ରାଜ୍ୟସଭା ନିର୍ବାଚନ ବିଗୁଲ୍, ୧୯ରେ ୭ ରାଜ୍ୟର ୧୮ ଆସନ ପାଇଁ ନିର୍ବାଚନ

ନୂଆଦିଲ୍ଲୀ, ୧ା୬: ବାଜିଲା ରାଜ୍ୟସଭା ନିର୍ବାଚନ ବିଗୁଲ୍ । ଆଜି ୭ଟି ରାଜ୍ୟର ୧୮ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା କରାଯାଇଛି । ୧୯ଜୁନରେ ନିର୍ବାଚନ ହେବା ସହ ସେହିଦିନ ହିଁ ଫଳାଫଳ ଘୋଷଣା କରାଯିବା ନେଇ ସୂଚନା ମିଳିଛି । ୭ରାଜ୍ୟ ଗୁଡ଼ିକ ହେଉଛି ଆନ୍ଧ୍ରପ୍ରଦେଶ, ଗୁଜୁରାଟ, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, ମଣିପୁର, ମେଘାଳୟ ଓ ରାଜସ୍ଥାନ ।

Get real time updates directly on you device, subscribe now.