fbpx

ରମେଶ ଚ୍ୟାଉପଟ୍ଟନାୟକଙ୍କୁ କ୍ୟାବିନେଟ ପାହ୍ୟା

ଭୁବନେଶ୍ୱର, ୭ା୩(ଓଡ଼ିଶା ଭାସ୍କର): ବରିଷ୍ଠ ବିଜେଡ଼ି ନେତା ରମେଶ ଚ୍ୟାଉପଟ୍ଟନାୟକଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି । ରମେଶଙ୍କୁ ଓଡ଼ିଶା ନିର୍ମାଣ ଶ୍ରମିକ ବୋର୍ଡ଼ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ମିଳିଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକଙ୍କୁ ସୁବାସ ସିଂହଙ୍କ ସ୍ଥାନରେ ଓଡ଼ିଶା ନିର୍ମାଣ ଶ୍ରମିକ ମଙ୍ଗଳ ବୋର୍ଡର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି ।

Get real time updates directly on you device, subscribe now.