fbpx

ସୁନ୍ଦରଗଡ଼ରେ ଲଜ୍ଜା, ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ!

ସୁନ୍ଦରଗଡ଼, ୧୭ା୧(ଓଡ଼ିଶା ଭାସ୍କର): ଦେଶ ହେଉ କିମ୍ବା ରାଜ୍ୟରେ ଚାରିଆଡ଼େ ଦୁଷ୍କର୍ମ, ହତ୍ୟା ଭଳି ଜଘନ୍ୟ କାଣ୍ଡ ଦେଖିବାକୁ ମିଳୁଛି । ଏହାରି ମଧ୍ୟରେ ଆଜି ସୁନ୍ଦରଗଡ଼ ଭସ୍ମା ଥାନା ଅଞ୍ଚଳରେ ଲଜ୍ଜାକାର ଘଟଣା ହୋଇଥିବା ସାମ୍ନାକୁ ଆସିଛି । ସେହି ଅଞ୍ଚଳରେ ୭ବର୍ଷର ଝିଅକୁ ଦୁଷ୍କର୍ମ ହୋଇଥିବା ସୂଚନା ମିଳିଛି । ସର୍ମ୍ପକୀୟ ଦାଦା ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ଅଭିଯୁକ୍ତକୁ ଅଟକ ରଖାଯାଇଛି । ଏହାସହ ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି ।

Get real time updates directly on you device, subscribe now.