fbpx

ଆଜି ଭାରତୀୟ ବାୟୁସେନାରେ ଆନୁଷ୍ଠାନିକ ଭାବେ ସାମିଲ ହେବ ରାଫେଲ

ନୂଆଦିଲ୍ଲୀ, ୧୦/୯: ଆଜି ଭାରତୀୟ ବାୟୁସେନାରେ ଆନୁଷ୍ଠାନିକ ଭାବେ ରାଫେଲ  ସାମିଲ ହେବ। ହରିଆଣାର ଆମ୍ବାଲା ଏୟାରବେସ୍‌ରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଏନେଇ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବାୟୁସେନାକୁ ୫ ରାଫେଲ ହସ୍ତାନ୍ତର କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ।ସେଠାରେ ଫ୍ରାନ୍ସ ପ୍ରତିରକ୍ଷାମନ୍ତ୍ରୀ ଫ୍ଲୋରେନ୍ସ ପାର୍ଲି  ଯୋଗ ଦେବେ। ପ୍ରଥମ ପର୍ଯ୍ୟାୟରେ ଫ୍ରାନ୍ସରୁ ୫ଟି ରାଫେଲ ଯୁଦ୍ଧବିମାନ ଆଣିଛି ଭାରତ |

Get real time updates directly on you device, subscribe now.