fbpx

ରଥ ନିର୍ମାଣ ନେଇ କେନ୍ଦ୍ରର ସବୁଜ ସଙ୍କେତ

ପୁରୀ୭/୫(ଓଡିଶା ଭାସ୍କର): ମହାପ୍ରଭୁଙ୍କ ରଥ ନିର୍ମାଣ ନେଇ କେନ୍ଦ୍ରର ସବୁଜ ସଙ୍କେତ ମିଳିଛି । ରଥଖଳାରେ ନିର୍ମାଣ ହୋଇପାରିବ ଶ୍ରୀ ଜିଉଙ୍କ ରଥ । ରଥ ନିର୍ମାଣକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ସର୍ତ୍ତମୂଳକ ଅନୁମତି ମିଳିଛି । ଏନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛି କେନ୍ଦ୍ର ଗୃହ ମନ୍ତ୍ରଣାଳୟ।

Get real time updates directly on you device, subscribe now.