fbpx

ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

AAKASH

ଭୁବନେଶ୍ୱର: ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ଦର୍ଶନ କରିବା ପରେ ଆରବିଆଇ ଗଭର୍ଣ୍ଣରଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି ଯେ, ବହୁବର୍ଷ ପରେ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବାର ସୁଯୋଗ ମିଳିଲା । ଆମେ ବହୁ ଭଲରେ ପ୍ରଭୁ ଲିଙ୍ଗରାଜଙ୍କର ଦର୍ଶନ କଲୁ ।

Get real time updates directly on you device, subscribe now.