fbpx

ରାଜ୍ୟରେ ଆଜି ସୁସ୍ଥ ହେଲେ ୮୦୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,  ୩୦ା୧୧ (ଓଡିଶା ଭାସ୍କର):  ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୮୦୯   କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତ ।ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.