fbpx

ଖୁସି ଖବର: ରାଜ୍ୟରେ ଆଉ ୮୬୪ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୬ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୮୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୬ ହଜାର ୭୯୨ ଜଣ ସୁସ୍ଥ ହେଲେଣି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୩୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ରାୟଗଡରୁ ୧୩୭, ବରଗଡ଼ରୁ , ଖୋର୍ଦ୍ଧାରୁ ୨୮, କଟକରୁ ୨୬, କେନ୍ଦୁଝରରୁ ୨୬, ଭଦ୍ରକରୁ ୨୩, ମୟୂରଭଞ୍ଜରୁ ୨୨, ଯାଜପୁରରୁ ୧୯, କନ୍ଧମାଳରୁ ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Get real time updates directly on you device, subscribe now.