fbpx

SJVN Limited ପକ୍ଷରୁ ଆସିଲା ନିଯୁକ୍ତି ସୁଯୋଗ: ଡିସେମ୍ବର ୧୬ରେ ଆବେଦନ ସରିବ

ଚାକିରି ଖୋଜୁଥିବା ଯୁବକ, ଯୁବତୀଙ୍କ ପାଇଁ ଏକ ଖୁସି ଖବର । ସତଲଜ ଜଳ ବିଦ୍ୟୁତ ନିଗମ (ଏସଜେଭିଏନ) ଲିମିଟେଡ ପକ୍ଷରୁ ଅନେକ ପଦବୀ ପାଇଁ ବିଜ୍ଞାପନ ବାହାରିଛି । ପ୍ରାର୍ଥୀଙ୍କୁ ଫିଲ୍ଡ ଇଲେକ୍ଟ୍ରିସିଆନ, ଫିଲ୍ଡ ଫିଟର, ଫିଲ୍ଡ ୱେଲ୍ଡର ଆଦି ପଦରେ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।

ଡିସେମ୍ବର ମାସ ୨୭ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଜାନୁଆରୀ ୧୬ ତାରିଖରେ ସରିବ । ପ୍ରାର୍ଥୀଙ୍କର ସର୍ବାଧିକ ବୟସ ୩୦ ବର୍ଷ ହେବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ ହେବ । ଜେନେରାଲ / ଇଡବ୍ଲ୍ୟୁଏସ ଓ ଓବିସି ପ୍ରାର୍ଥୀଙ୍କୁ ୨୦୦ ଟଙ୍କା ଆବେଦନ ଫିସ୍ ଜମା କରିବାକୁ ପଡ଼ିବ । ଏସସି / ଏସଟି / ପିଡବ୍ଲ୍ୟୁଡି ପ୍ରାର୍ଥୀଙ୍କ ପାଇଁ ଫିସ୍ ଛାଡ଼ କରାଯାଇଛି । ପେମେଣ୍ଟ ଅନଲାଇନ୍ ମୋଡ଼ରେ କରାଯିବ ।

ଅନଲାଇନ୍ ଆବେଦନ ଲିଙ୍କ: https://cdn.digialm.com//EForms/configuredHtml/1258/80448/Instruction.html

ନୋଟିଫିକେସନ ଲିଙ୍କ: https://img.freejobalert.com/uploads/2022/12/Notification-SJVN-Various-Vacancy-Posts.pdf

ଅଫିସିଆଲ ୱେବସାଇଟ୍ ଲିଙ୍କ: https://sjvn.nic.in/

Get real time updates directly on you device, subscribe now.