fbpx

ଅଫଲାଇନରେ ହୋଇପାରିବ ପଞ୍ଜୀକରଣ

ଭୁବନେଶ୍ୱର, ୧ା୩(ଓଡିଶା ଭାସ୍କର): ଆଜିଠାରୁ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହୋଇଛି । କୋୱିନ ଆପରେ ସମସ୍ୟା ଥିଲେ ଅଫଲାଇନରେ ପଞ୍ଜିକରଣ ହୋଇପାରିବ । ଲୋକମାନେ ଅଫଲାଇନରେ ପଞ୍ଜୀକରଣ କରି କରୋନା ଟିକା ନେଇପାରିବେ । ଏନେଇ ସମସ୍ତ ଜିଲ୍ଲାପାଳ ଓ ସିଡିଏମଓଙ୍କୁ ଏସିଏସ ପ୍ରଦୀପ୍ତ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ବରିଷ୍ଠ ନାଗରିକ ଯେପରି ସମସ୍ୟା ନଭୋଗିବେ ସେଥିପ୍ରତି ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । କୋୱିନ ପୋର୍ଟାଲ କାର୍ଯର୍୍ୟକାରୀ ପରେ ଡାଟା ଅପଲୋଡ ହେବା ଜରୁରୀ । ଆଜି ଅନଲାଇନରେ ପଞ୍ଜୀକରଣ ବେଳେ ସମସ୍ୟା ଦେଖାଦେଇଥିବା ଅଭିଯୋଗ ହୋଇଛି ।

Get real time updates directly on you device, subscribe now.