fbpx

ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର

ରାଇଘର,୩ ।୩(ଓଡିଶା ଭାସ୍କର): ନବରଙ୍ଗପୁର ଜିଲ୍ଲା ରାଇଘରର ଚଡିଆପାରା ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଯାଇଛି । ସେଠାରେ ଏକ ଗଛରୁ ଜଣେ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଦୁଇଜଣ ହେଉଛନ୍ତି ଚଡିଆପାରା ଗାଁର ଅମଲ ସିଂ ଓ ରାମବାଈ ଗଣ୍ଡ । ପ୍ରେମ ବ୍ୟାପାରକୁ କେନ୍ଦ୍ର କରି ଉଭୟ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି ।

Get real time updates directly on you device, subscribe now.