fbpx

ରିୟା ଚକ୍ରବର୍ତ୍ତୀ ଗିରଫ

ମୁମ୍ବାଇ,୮ ।୯: ଶେଷରେ ଗିରଫ ହେଲେ ସୁଶାନ୍ତଙ୍କ ବାନ୍ଧବୀ ରିୟା ଚକ୍ରବର୍ତ୍ତୀ । ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଯାଞ୍ଚ କରୁଥିବା ଏନସିବି ଦ୍ୱାରା ଗିରଫ ହୋଇଛନ୍ତି । ଡ୍ରଗ୍ସ କାରବାର ଲିଙ୍କରେ ରିଆଙ୍କୁ କରାଯାଇଛି । ଏନେଇ ଗତ ୩ ଦିନ ହେବ ରିଆଙ୍କୁ ଏନସିବି ପଚରାଉଚରା କରୁଥିଲା । ତେବେ ଆଜି ଜେରା ସମୟରେ ରିୟା ଡ୍ରଗ୍ସ ନିଅନ୍ତି ବୋଲି ସ୍ୱୀକାର ମଧ୍ୟ କରିଛନ୍ତି ।

Get real time updates directly on you device, subscribe now.