-
World 144,249,028
WorldConfirmed: 144,249,028Active: 18,475,543Recovered: 122,707,510Death: 3,065,975 -
USA 32,568,180
USAConfirmed: 32,568,180Active: 6,856,872Recovered: 25,128,415Death: 582,893 -
India 15,924,732
IndiaConfirmed: 15,924,732Active: 2,290,689Recovered: 13,449,371Death: 184,672 -
Brazil 14,050,885
BrazilConfirmed: 14,050,885Active: 1,110,666Recovered: 12,561,689Death: 378,530 -
Russia 4,727,125
RussiaConfirmed: 4,727,125Active: 267,546Recovered: 4,352,873Death: 106,706 -
Turkey 4,446,591
TurkeyConfirmed: 4,446,591Active: 565,274Recovered: 3,844,342Death: 36,975 -
UK 4,395,703
UKConfirmed: 4,395,703Active: 101,642Recovered: 4,166,734Death: 127,327 -
Italy 3,904,899
ItalyConfirmed: 3,904,899Active: 475,635Recovered: 3,311,267Death: 117,997 -
Germany 3,208,672
GermanyConfirmed: 3,208,672Active: 303,190Recovered: 2,824,100Death: 81,382 -
Pakistan 772,381
PakistanConfirmed: 772,381Active: 83,162Recovered: 672,619Death: 16,600 -
China 90,541
ChinaConfirmed: 90,541Active: 305Recovered: 85,600Death: 4,636
କଟକ, ୨୮ା୨ (ଓଡିଶା ଭାସ୍କର): କଟକରେ ଏକ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଥିବା ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି । ବସ-ଅଟୋ ମୁହାଁମୁହିଁ ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା । ଜଗତସିଂହପୁର ଅଭିମୁଖେ ଯାଉଥିବା ଏକ ବସକୁ ବିପରୀତ ଦିଗରୁ ଆସୁଥିବା ଅଟୋ ଗତିରାଉତପାଟଣା ନିକଟରେ ଧକ୍କା ଦେଇଥିଲା । ତେବେ ଦୁର୍ଘଟଣାରେ ଗୁରୁତର ହୋଇଥିବା ୩ ଜଣଙ୍କୁ ଏସସିବିକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିର ଅନୁଧ୍ୟାନ କରୁଥିବା ଜଣାପଡ଼ିଛି ।
Comments are closed.